ଦ୍ଵିତୀୟ ବିବରଣ 8:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପାସୋରିବ ଓ ଅନ୍ୟ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତା; ବିନଷ୍ଟ ହେବ। Gade chapit laଓଡିଆ ବାଇବେଲ19 ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ। Gade chapit laପବିତ୍ର ବାଇବଲ19 “କେବେ ବି ତୁମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ଭୁଲିବ ନାହିଁ। ଅନ୍ୟ ଦେବତାଗଣଙ୍କୁ ମାନିବ ନାହିଁ କି ତାଙ୍କର ସେବା କରିବ ନାହିଁ। ଯଦି ତୁମ୍ଭେମାନେ ଏପରି କର, ତେବେ ମୁଁ ତୁମ୍ଭମାନଙ୍କୁ ସତର୍କ କରାଇଦେଉଛି ତୁମ୍ଭେମାନେ ନିଶ୍ଚିତରେ ବିନଷ୍ଟ ହେବ। Gade chapit la |
ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ି ଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।