ଦ୍ଵିତୀୟ ବିବରଣ 8:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ। Gade chapit laଓଡିଆ ବାଇବେଲ6 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ। Gade chapit laପବିତ୍ର ବାଇବଲ6 “ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଦେଶ ମାନି ପାଳନ କରିବ ଓ ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ। Gade chapit la |