ଦ୍ଵିତୀୟ ବିବରଣ 8:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ; Gade chapit laପବିତ୍ର ବାଇବଲ (Re-edited) - (BSI)7 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ; Gade chapit laଓଡିଆ ବାଇବେଲ7 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ; Gade chapit laପବିତ୍ର ବାଇବଲ7 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଏକ ଉତ୍ତମ ଦେଶକୁ ନେଇ ଯାଉଛନ୍ତି, ଯେଉଁ ଭୂମିକି ଜଳରାଶିରେ, ଝରଣାରେ ଓ ଗଭୀର ଜଳସ୍ରୋତରେ ପୂର୍ଣ୍ଣ, ତାହା ଉପତ୍ୟକା ଓ ପର୍ବତ ଦେଇ ଝରିଯାଏ। Gade chapit la |
ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।