Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେହି ଦେଶରେ ତୁମ୍ଭେ ନିଗ୍ଧାଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେ ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ।

Gade chapit la Kopi

ଓଡିଆ ବାଇବେଲ

9 ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ।

Gade chapit la Kopi

ପବିତ୍ର ବାଇବଲ

9 ସେଠାରେ ତୁମ୍ଭେମାନେ ପ୍ରଚୁର ପରିମାଣର ଖାଦ୍ୟ ପାଇବ। ସେଠାରେ ତୁମ୍ଭମାନଙ୍କର ଆବଶ୍ୟକ ଦ୍ରବ୍ୟମାନ ଉପଲବ୍ଧ ହେବ। ସେହି ଦେଶର ପଥର ଲୁହା ଅଟେ, ତୁମ୍ଭେମାନେ ସେଠାକାର ପର୍ବତରୁ ପିତ୍ତଳ ଖୋଳି ପାରିବ।

Gade chapit la Kopi




ଦ୍ଵିତୀୟ ବିବରଣ 8:9
8 Referans Kwoze  

ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳନ୍ତ ସୁନା ଓ ଦଶ ଲକ୍ଷ ତାଳନ୍ତ ରୂପା; ଆଉ ଅପରିମିତ ଅଧିକ ପରିମାଣର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ।


“ତୁମ୍ଭେମାନେ ପ୍ରଚୁର ସମ୍ପତ୍ତି ଓ ପଲ ପଲ ପଶୁ, ରୂପା, ସୁନା ଓ ପିତ୍ତଳ ଓ ଲୁହା ଓ ଅପାର ବସ୍ତ୍ର ସଙ୍ଗେ ନେଇ ଆପଣା ଆପଣା ତମ୍ବୁକୁ ଫେରିଯାଅ; ଆପଣା ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ବିଭାଗ କର।”


ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।”


ମୃତ୍ତିକାରୁ ଲୁହା କଢ଼ାଯାଏ ଓ ଧାତୁ ପ୍ରସ୍ତରରୁ ପିତ୍ତଳ ତରଳାଯାଏ।


ସେହି ଦେଶ ଗହମ, ଯବ, ଦ୍ରାକ୍ଷା, ଡିମ୍ବିରି ଓ ଡାଳିମ୍ବ ବୃକ୍ଷମୟ ସେହି ଦେଶ ଜୀତ ତୈଳ ଓ ମଧୁମୟ;


ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ।


ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।”


ଆଉ, ଦାଉଦ ଦ୍ୱାର-କବାଟର କଣ୍ଟା ନିମନ୍ତେ ଓ କବ୍‌ଜା ନିମନ୍ତେ ଅଧିକ ପରିମାଣର ଲୁହା ଓ ଅପରିମିତ ଅଧିକ ପରିମାଣର ପିତ୍ତଳ ପ୍ରସ୍ତୁତ କଲେ।


Swiv nou:

Piblisite


Piblisite