Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 9:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟ ପ୍ରମାଣେ ତହିଁରେ ଲେଖାଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ଵରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭ-ମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟପ୍ରମାଣେ ତହିଁରେ ଲେଖା ଯାଇଥିଲା।

Gade chapit la Kopi

ଓଡିଆ ବାଇବେଲ

10 ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟ ପ୍ରମାଣେ ତହିଁରେ ଲେଖା ଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ

10 ତା'ପରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ। ସମସ୍ତ ବାକ୍ୟ ଯାହା ସଭାଦିନରେ ପର୍ବତର ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଲେ, ତାହା ସବୁ ସେଠାରେ ଲିଖିତ ହେଲା।

Gade chapit la Kopi




ଦ୍ଵିତୀୟ ବିବରଣ 9:10
11 Referans Kwoze  

ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସମାପ୍ତ କରି ସାକ୍ଷ୍ୟ ସ୍ୱରୂପ ଦୁଇ ପଟା, ଅର୍ଥାତ୍‍, ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ।


କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା,


କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, “ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ।”


ଏଥିଉତ୍ତାରେ ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ।


ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ର-ସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ, ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ।


କିନ୍ତୁ ମୁଁ ଯଦି ଈଶ୍ବରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।


କିନ୍ତୁ ମୁଁ ଯଦି ଈଶ୍ବରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।


Swiv nou:

Piblisite


Piblisite