ଦ୍ଵିତୀୟ ବିବରଣ 9:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆହୁରି ସଦାପ୍ରଭୁ ମୋତେ କହିଲେ, ଆମ୍ଭେ ଏହି ଲୋକମାନଙ୍କୁ ଦେଖିଲୁ, ଆଉ ଦେଖ, ଏମାନେ ଶକ୍ତଗ୍ରୀବ ଲୋକ। Gade chapit laଓଡିଆ ବାଇବେଲ13 ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି।” Gade chapit laପବିତ୍ର ବାଇବଲ13 “ସଦାପ୍ରଭୁ ମୋତେ କହିଲେ, ‘ଆମ୍ଭେ ଏହି ଲୋକମାନଙ୍କୁ ଦେଖିଲୁ, ଆଉ ଏମାନେ ଶକ୍ତଗ୍ରୀବ ଲୋକ। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।