ଦ୍ଵିତୀୟ ବିବରଣ 9:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ। Gade chapit laଓଡିଆ ବାଇବେଲ8 ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ। Gade chapit laପବିତ୍ର ବାଇବଲ8 ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୋଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ। Gade chapit la |
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।