Biblia Todo Logo
Bib sou entènèt

- Piblisite -




ଉପଦେଶକ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯାହା ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯହିଁ ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା।

Gade chapit la Kopi

ଓଡିଆ ବାଇବେଲ

10 ଯାହା ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି ? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା।

Gade chapit la Kopi

ପବିତ୍ର ବାଇବଲ

10 ଜଣେ ଲୋକ କହେ, “ଦେଖ, ଏହା ନୂଆ।” କିନ୍ତୁ ଏହି ବସ୍ତୁ ପୂର୍ବରୁ ରହି ଆସିଛି। ଆମ୍ଭମାନଙ୍କ ପୂର୍ବରୁ ଏହା ଥିଲା।

Gade chapit la Kopi




ଉପଦେଶକ 1:10
10 Referans Kwoze  

ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃ-ପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।


ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।


ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି।


ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ।


ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।


ଏଥିଉତ୍ତାରେ ମୁଁ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାଙ୍କ ପରେ ଆସେ, ସେ କଅଣ କରିବ? ଯାହା କରାଯାଇଅଛି, ତାହା ହିଁ ମାତ୍ର।


ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ।


Swiv nou:

Piblisite


Piblisite