ଉପଦେଶକ 1:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)16 ମୁଁ ଆପଣା ହୃଦୟରେ ଭାବି କହିଲି, ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହାଅନୁଭବୀ ହୋଇଅଛି। Gade chapit laଓଡିଆ ବାଇବେଲ16 ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋ’ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।” Gade chapit laପବିତ୍ର ବାଇବଲ16 ମୁଁ ନିଜକୁ ନିଜେ କହେ, “ମୁଁ ବଡ଼ ଜ୍ଞାନୀ ଯିରୁଶାଲମରେ ମୋ’ ପୂର୍ବରୁ ଯେଉଁ ରାଜା ଥିଲେ, ମୁଁ ସେମାନଙ୍କଠାରୁ ଜ୍ଞାନବାନ୍। ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି। ମୋର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହାନୁଭବୀ ହୋଇଅଛି?” Gade chapit la |