Biblia Todo Logo
Bib sou entènèt

- Piblisite -




ଉପଦେଶକ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏକ ପୁରୁଷ ବହିଯାଏ ଓ ଅନ୍ୟ ପୁରୁଷ ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।

Gade chapit la Kopi

ଓଡିଆ ବାଇବେଲ

4 ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।

Gade chapit la Kopi

ପବିତ୍ର ବାଇବଲ

4 ଲୋକମାନେ ମରୁଛନ୍ତି ଏବଂ ନୂତନ ଲୋକମାନେ ଜନ୍ମ ନେଉଛନ୍ତି। କିନ୍ତୁ ପୃଥିବୀ ଚିରକାଳସ୍ଥାୟୀ।

Gade chapit la Kopi




ଉପଦେଶକ 1:4
17 Referans Kwoze  

ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ।


ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ? ଓ ଭବିଷ୍ୟଦ୍‍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି?


କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”


ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।


ଶେଷରେ ସ୍ତ୍ରୀଟି ମଧ୍ୟ ମଲା।


Swiv nou:

Piblisite


Piblisite