Biblia Todo Logo
Bib sou entènèt

- Piblisite -




ଉପଦେଶକ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ନଦୀସବୁ ସମୁଦ୍ରକୁ ବହିଯାʼନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

7 ନଦୀ ସବୁ ସମୁଦ୍ରକୁ ବହିଯା’ନ୍ତି। ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ। ନଦୀସବୁ ନିଜ ନିଜ ଗମନ ସ୍ଥାନକୁ ପୁନର୍ବାର ଗମନ କରେ।

Gade chapit la Kopi




ଉପଦେଶକ 1:7
4 Referans Kwoze  

ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୂରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।


ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରିପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।


Swiv nou:

Piblisite


Piblisite