Biblia Todo Logo
Bib sou entènèt

- Piblisite -




ଉପଦେଶକ 10:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ?

Gade chapit la Kopi

ଓଡିଆ ବାଇବେଲ

14 ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ ?

Gade chapit la Kopi

ପବିତ୍ର ବାଇବଲ

14 ମୂର୍ଖ ବହୁ କଥା କହେ। ତଥାପି କ’ଣ ହେବ ମନୁଷ୍ୟ ଜାଣେ ନାହିଁ। ଆଉ ତା'ପରେ କ’ଣ ଘଟିବ, କେହି ତାକୁ ଜଣାଇ ପାରିବ ନାହିଁ।

Gade chapit la Kopi




ଉପଦେଶକ 10:14
13 Referans Kwoze  

ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ।


କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?


କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?


କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।


ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ?


ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।


ଏଥିପାଇଁ ଆୟୁବ ଅସାର କଥାରେ ଆପଣା ମୁଖ ଫିଟାଏ; ସେ ଅନେକ ଜ୍ଞାନବର୍ଜ୍ଜିତ କଥା କହେ।”


ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି, ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି ଓ ପରମେଶ୍ୱରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି।”


ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି।


ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ।


ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।


ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।


Swiv nou:

Piblisite


Piblisite