Biblia Todo Logo
Bib sou entènèt

- Piblisite -




ଉପଦେଶକ 10:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ହେ ଦେଶ, କୂଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ !

Gade chapit la Kopi

ଓଡିଆ ବାଇବେଲ

17 ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ !

Gade chapit la Kopi

ପବିତ୍ର ବାଇବଲ

17 ହେ ଦେଶ, ଯଦି ତୁମ୍ଭର ରାଜା କୁଳୀନ ପରିବାରରୁ ଆସନ୍ତି ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ ମାତ୍ର ବଳ ନିମନ୍ତେ ପାନ କରନ୍ତି ଓ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ।

Gade chapit la Kopi




ଉପଦେଶକ 10:17
6 Referans Kwoze  

ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?


ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର!


ପୁଣି ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ଗୋରୁ, କି ମେଷ, କି ଦ୍ରାକ୍ଷାରସ, କି ମଦ୍ୟ, କିଅବା ଯାହା କିଛି ତୁମ୍ଭ ପ୍ରାଣ ତୁମ୍ଭଠାରୁ ଚାହେଁ, ତହିଁ ପାଇଁ ତୁମ୍ଭେ ସେହି ଟଙ୍କା ଦେବ, ପୁଣି ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରି ତୁମ୍ଭେ ଓ ତୁମ୍ଭ ପରିବାର ଆନନ୍ଦ କରିବ;


Swiv nou:

Piblisite


Piblisite