Biblia Todo Logo
Bib sou entènèt

- Piblisite -




ଉପଦେଶକ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ।

Gade chapit la Kopi

ଓଡିଆ ବାଇବେଲ

3 ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ।

Gade chapit la Kopi

ପବିତ୍ର ବାଇବଲ

3 ମୁର୍ଖ ପଥରେ ଗମନ କଲାବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ। ପୁଣି ସେ ପ୍ରତ୍ୟେକକୁ କହେ ଯେ ସେ ମୂର୍ଖ।

Gade chapit la Kopi




ଉପଦେଶକ 10:3
5 Referans Kwoze  

ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ।


ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।


ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;


କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।


ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ।


Swiv nou:

Piblisite


Piblisite