Biblia Todo Logo
Bib sou entènèt

- Piblisite -




ଉପଦେଶକ 11:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ ଦର୍ଶନ ତୁଷ୍ଟିକର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ-ଦର୍ଶନ ତୁଷ୍ଟିକର।

Gade chapit la Kopi

ଓଡିଆ ବାଇବେଲ

7 ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ ଦର୍ଶନ ତୁଷ୍ଟିକର।

Gade chapit la Kopi

ପବିତ୍ର ବାଇବଲ

7 ପ୍ରକୃତରେ ଆଲୋକ ସୁଖ ଦାୟକ, ପୁଣି ସୂର୍ଯ୍ୟାଲୋକ ଦେଖିବା ଆଶ୍ଚର୍ଯ୍ୟ ଅଟେ।

Gade chapit la Kopi




ଉପଦେଶକ 11:7
10 Referans Kwoze  

ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ।


ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।


ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ।


କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।


ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି।


ପରମେଶ୍ୱର ତାହା ସହିତ ଦୁଇ ଥର, ମଧ୍ୟ ତିନି ଥର ଏହିସବୁ ବ୍ୟବହାର କରନ୍ତି।


ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ;


କାରଣ ତୁମ୍ଭେ ମୃତ୍ୟୁୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ ସମ୍ମୁଖରେ ଗମନାଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିବ ନାହିଁ?


ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ।’


ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;


Swiv nou:

Piblisite


Piblisite