ଉପଦେଶକ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)11 ତହୁଁ ମୋହର ହସ୍ତ ଯେସମସ୍ତ କାର୍ଯ୍ୟ କରିଥିଲା ଓ ଯେ ଯେ ପରିଶ୍ରମରେ ମୁଁ ପରିଶ୍ରା; ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ,ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା। Gade chapit laଓଡିଆ ବାଇବେଲ11 ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା। Gade chapit laପବିତ୍ର ବାଇବଲ11 ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ପରିଶ୍ରମ ମୁଁ କରିଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି ଏବଂ ଦେଖିଲି ଯେ, ସବୁ ଅସାର ଓ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି ଏବଂ ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା। Gade chapit la |