ଉପଦେଶକ 2:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର। Gade chapit laପବିତ୍ର ବାଇବଲ (Re-edited) - (BSI)26 ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ଵରଙ୍କୁ ତୃଷ୍ଟ କରେ, ସେ ତାହାକୁ ଜ୍ଞାନ ଓ ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ଵରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକି ସେ ଆୟାସ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର। Gade chapit laଓଡିଆ ବାଇବେଲ26 ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର। Gade chapit laପବିତ୍ର ବାଇବଲ26 ପରମେଶ୍ୱର ଯାହା ପ୍ରତି ତୁଷ୍ଟ ହୁଅନ୍ତି, ପରମେଶ୍ୱର ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି। ମାତ୍ର ପାପୀକୁ ପରମେଶ୍ୱର ସଂଗ୍ରହ କରିବାର ଓ ଗଚ୍ଛିତ କରିବାର ଦାୟିତ୍ୱ ଦିଅନ୍ତି, ଯେଉଁସବୁକୁ ସେ ପ୍ରସନ୍ନ ଥିବା ଲୋକମାନଙ୍କୁ ହିଁ ଦିଅନ୍ତି। ଏହା ହିଁ ଅସାର ଓ ଏହା ବାୟୁକୁ ଧରିବା ପରି। Gade chapit la |