Biblia Todo Logo
Bib sou entènèt

- Piblisite -




ଉପଦେଶକ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହିରୂପେ ମୋʼ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେହି ସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋʼ ଠାରେ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏହିରୂପେ ମୋʼ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋʼଠାରେ ରହିଲା।

Gade chapit la Kopi

ଓଡିଆ ବାଇବେଲ

9 ଏହିରୂପେ ମୋ’ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେହି ସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋ’ଠାରେ ରହିଲା।

Gade chapit la Kopi

ପବିତ୍ର ବାଇବଲ

9 ଏହିପରି ମୋ’ ପୂର୍ବେ ଯିରୁଶାଲମରେ ଯେଉଁମାନେ ଥିଲେ, ସେ ସମସ୍ତଙ୍କ ଅପେକ୍ଷା ଶକ୍ତିଶାଳୀ ଧନୀ ହେଲି। ମୋର ଜ୍ଞାନ ଏହିସବୁରେ ମୋତେ ସାହାଯ୍ୟ କଲା।

Gade chapit la Kopi




ଉପଦେଶକ 2:9
8 Referans Kwoze  

ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ।


ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।”


ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ।


ଏଥିଉତ୍ତାରେ ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ କଲେ।


ତଥାପି ମୁଁ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ସେ କଥା ବିଶ୍ୱାସ ନ କଲି; ଆଉ ଦେଖନ୍ତୁ, ଅର୍ଦ୍ଧେକ ମୋତେ କୁହାଯାଇ ନ ଥିଲା; ମୁଁ ଯେଉଁ ସୁଖ୍ୟାତି ଶୁଣିଲି, ତଦପେକ୍ଷା ଆପଣଙ୍କ ଜ୍ଞାନ ଓ ଐଶ୍ୱର୍ଯ୍ୟ ଅଧିକ।


ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।


ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ?


Swiv nou:

Piblisite


Piblisite