Biblia Todo Logo
Bib sou entènèt

- Piblisite -




ଉପଦେଶକ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମୁଁ ମନେ ମନେ କହିଲି, ପରମେଶ୍ଵର ଯେପରି ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।

Gade chapit la Kopi

ଓଡିଆ ବାଇବେଲ

18 ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।”

Gade chapit la Kopi

ପବିତ୍ର ବାଇବଲ

18 ମୁଁ ନିଜେ ମନେ ମନେ ଲୋକମାନଙ୍କ ବିଷୟରେ ଭାବିଲି, ମୁଁ ନିଜକୁ ନିଜେ ଚିନ୍ତା କଲି, “ପରମେଶ୍ୱର ସେମାନଙ୍କୁ ଦେଖାଇ ଦେବାକୁ ଗ୍ଭହାନ୍ତି ଯେ, ସେମାନେ ପଶୁ ତୁଲ୍ୟ।

Gade chapit la Kopi




ଉପଦେଶକ 3:18
16 Referans Kwoze  

ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି।


ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।


କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,


ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେ ମାତ୍ର ମୃତ୍ୟୁ,


ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କଅଣ କହିବ?


କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,


ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ବର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ।”


ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।


ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।


ତୁମ୍ଭେ କି ଆମ୍ଭର ବିଚାର ବ୍ୟର୍ଥ କରିବ? ତୁମ୍ଭେ ଧାର୍ମିକ ଗଣିତ ହେବା ପାଇଁ କି ଆମ୍ଭକୁ ଦୋଷୀ କରିବ?


ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!


Swiv nou:

Piblisite


Piblisite