ଉପଦେଶକ 3:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ? Gade chapit laପବିତ୍ର ବାଇବଲ (Re-edited) - (BSI)22 ଏହେତୁ ମନୁଷ୍ୟ ସ୍ଵକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ଉତ୍ତାରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ? Gade chapit laଓଡିଆ ବାଇବେଲ22 ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ ? Gade chapit laପବିତ୍ର ବାଇବଲ22 ସେଥିପାଇଁ ମୁଁ ଦେଖିଲି ଯେ, କେବଳ ନିଜ ସ୍ୱକର୍ମରେ ଆନନ୍ଦ କରିବା ବ୍ୟତୀତ ମନୁଷ୍ୟ ନିମନ୍ତେ ଅନ୍ୟ କିଛି ଭଲ ନୁହେଁ। କାରଣ ଏହା ହିଁ ତା'ର ଅଧିକାର। ଆଉ ଏହା ପରେ ଯାହା ଘଟିବ ତାହାକୁ ଦେଖିବା ପାଇଁ ତାହାକୁ କିଏ ଫେରାଇ ଆଣିପାରିବ? Gade chapit la |
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗର-ଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।