Biblia Todo Logo
Bib sou entènèt

- Piblisite -




ଉପଦେଶକ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିରୂପେ ଏକାକୀ ଉଷ୍ଣ ହୋଇପାରେ?

Gade chapit la Kopi

ଓଡିଆ ବାଇବେଲ

11 ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ ?

Gade chapit la Kopi

ପବିତ୍ର ବାଇବଲ

11 ଆହୁରି ଦୁଇଜଣ ଏକତ୍ର ଶୟନ କଲେ ଉଷ୍ମ ହୁଅନ୍ତି ମାତ୍ର ଜଣେ କିରୂପେ ଉଷ୍ମ ହୋଇ ପାରିବ।

Gade chapit la Kopi




ଉପଦେଶକ 4:11
3 Referans Kwoze  

ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।


ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।


Swiv nou:

Piblisite


Piblisite