Biblia Todo Logo
Bib sou entènèt

- Piblisite -




ଉପଦେଶକ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ତି ଯାଏ ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡି ଯାଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 ଯେକେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇଜଣ ତାହାର ପ୍ରତିବାଦ କରିବେ। ପୁଣି ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।

Gade chapit la Kopi




ଉପଦେଶକ 4:12
8 Referans Kwoze  

ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ।


ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍କାର କରନ୍ତେ ଓ ଇସ୍ରାଏଲ ଲୋକମାନେ ପଳାନ୍ତେ,


ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।


ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ।


ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ?


ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ।


Swiv nou:

Piblisite


Piblisite