ଉପଦେଶକ 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେ ପରମେଶ୍ଵରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳିଣଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ। Gade chapit laଓଡିଆ ବାଇବେଲ1 ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ। Gade chapit laପବିତ୍ର ବାଇବଲ1 ଯେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କୁ ଉପାସନା କରିବାକୁ ଯାଅ, ବହୁତ ସାବଧାନ ହୁଅ। ମୂର୍ଖମାନଙ୍କ ପରି ବଳିଦେବା ଅପେକ୍ଷା ପରମେଶ୍ୱରଙ୍କୁ ମାନିବା ଅଧିକ ଉତ୍ତମ। ମୂର୍ଖମାନେ ଜାଣନ୍ତି ମଧ୍ୟ ନାହିଁ, ଯେତେବେଳେ ସେମାନେ ମନ୍ଦକର୍ମ କରନ୍ତି। Gade chapit la |
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;