Biblia Todo Logo
Bib sou entènèt

- Piblisite -




ଉପଦେଶକ 5:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ଵହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

15 ସେ ଆପଣା ମାତୃ ଗର୍ଭରୁ ଯେପରି ଆସିଥିଲା, ସେପରି ଉଲଗ୍ନ ହୋଇ ଫେରିଯିବ। ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ନେଇଯାଇ ପାରିବ ନାହିଁ, ଏପରି କିଛି ସଙ୍ଗେ ନେବ ନାହିଁ।

Gade chapit la Kopi




ଉପଦେଶକ 5:15
7 Referans Kwoze  

କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ।


ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”


କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;


କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ?


ଆଉ, ଦୁର୍ଘଟଣା ଦ୍ୱାରା ସେହି ସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ।


“ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ?


ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।


Swiv nou:

Piblisite


Piblisite