ଉପଦେଶକ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଦେଖ, ଭୋଜନପାନ କରିବାର ଓ ପରମେଶ୍ଵରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେ ଯେ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ। Gade chapit laଓଡିଆ ବାଇବେଲ18 ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ। Gade chapit laପବିତ୍ର ବାଇବଲ18 ମୁଁ ଦେଖିଛି ଯେ, ଏହି ସର୍ବୋତ୍ତମ ଜଣେ ବ୍ୟକ୍ତି ଏହା କରି ପାରିବ। ଏହି ପୃଥିବୀରେ ତା'ର ଅଳ୍ପ ଜୀବନ କାଳ ମଧ୍ୟରେ ଜଣେ ବ୍ୟକ୍ତି ଯାହା କାର୍ଯ୍ୟ କରେ, ସେ ଖାଇ ପିଇ ଉପଭୋଗ କରିବା ଉଚିତ୍। ପରମେଶ୍ୱର ତାହାଙ୍କୁ ଏହି ଅଳ୍ପକାଳ ଜୀବନ ଦେଇଛନ୍ତି ଏବଂ ତାହା ହିଁ ତା'ର ସବୁକିଛି। Gade chapit la |
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗର-ଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।