Biblia Todo Logo
Bib sou entènèt

- Piblisite -




ଉପଦେଶକ 5:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ୱର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ଵର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି।

Gade chapit la Kopi

ଓଡିଆ ବାଇବେଲ

20 ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ୱର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି।

Gade chapit la Kopi

ପବିତ୍ର ବାଇବଲ

20 ସତ୍ୟରେ, ଜଣେ ବ୍ୟକ୍ତି ତା'ର ଜୀବନ ବିଷୟରେ ବେଶୀ ଚିନ୍ତା କରେ ନାହିଁ, କାରଣ ପରମେଶ୍ୱର ତାକୁ ନିଜକୁ ଉପଭୋଗ କରିବାରେ ବ୍ୟସ୍ତ ରଖିଛନ୍ତି।

Gade chapit la Kopi




ଉପଦେଶକ 5:20
12 Referans Kwoze  

ଅନେକ ଦୁଷ୍ଟ ଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।


ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;


କାରଣ ତୁମ୍ଭେ ସର୍ବପ୍ରକାର ସମ୍ପତ୍ତି ବହୁଳ ରୂପେ ପାଇଲେ ହେଁ ଆନନ୍ଦରେ ଓ ପ୍ରଫୁଲ୍ଲ ଚିତ୍ତରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ସେବା କଲ ନାହିଁ।


ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା?


ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।


ସୂର୍ଯ୍ୟ ତଳେ ମୁଁ ଏକ ଦୁଃଖର ବିଷୟ ଦେଖିଅଛି, ଆଉ ତାହା ମନୁଷ୍ୟମାନଙ୍କ ପକ୍ଷରେ ଭାରୀ;


ତୁମ୍ଭେ ଆପଣା ଦୁଃଖ ପାସୋରି ପକାଇବ; ବହିଗଲା ଜଳ ତୁଲ୍ୟ ତାହା ସ୍ମରଣ କରିବ;


Swiv nou:

Piblisite


Piblisite