Biblia Todo Logo
Bib sou entènèt

- Piblisite -




ଉପଦେଶକ 5:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ଵପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।

Gade chapit la Kopi

ଓଡିଆ ବାଇବେଲ

3 କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।

Gade chapit la Kopi

ପବିତ୍ର ବାଇବଲ

3 ବହୁତ ଦୁଃଖରୁ ଅନେକ ଦୁସ୍ୱପ୍ନ ଆସେ, ଏବଂ ଜଣେ ମୂର୍ଖ ବହୁତ କହେ।

Gade chapit la Kopi




ଉପଦେଶକ 5:3
5 Referans Kwoze  

ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ।


ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।


“ଏତେ କଥାର କି କିଛି ଉତ୍ତର ଦିଆଯିବ ନାହିଁ? ଓ ବକୁଆ ଲୋକ କʼଣ ନିର୍ଦ୍ଦୋଷ ଗଣାଯିବ?


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ।


Swiv nou:

Piblisite


Piblisite