ଉପଦେଶକ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ। Gade chapit laପବିତ୍ର ବାଇବଲ (Re-edited) - (BSI)2 ପରମେଶ୍ଵର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ଵର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅପର ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ଵରୂପ। Gade chapit laଓଡିଆ ବାଇବେଲ2 ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ। Gade chapit laପବିତ୍ର ବାଇବଲ2 ପରମେଶ୍ୱର କେତେକଙ୍କୁ ଧନ, ସମ୍ପତ୍ତି ଓ ସମ୍ମାନ ଦିଅନ୍ତି, ସେହି ବ୍ୟକ୍ତି ଅନ୍ୟ କିଛି ଆଶା କରିବା ପାଇଁ ତା'ର କିଛି ଅଭାବ ନ ଥାଏ। କିନ୍ତୁ ପରମେଶ୍ୱର ସେହି ବ୍ୟକ୍ତିକୁ ଏସବୁ ଉପଭୋଗ କରିବା ପାଇଁ ଅନୁମତି ଦିଅନ୍ତି ନାହିଁ। ତା ବଦଳରେ ଅନ୍ୟ ଜଣେ ଏହା ଉପଭୋଗ କରେ। ଏହା ଅସାର ଅଟେ ଓ ଏକ ମନ୍ଦ ବ୍ୟାଧି ସ୍ୱରୂପ ଅଟେ। Gade chapit la |