Biblia Todo Logo
Bib sou entènèt

- Piblisite -




ଉପଦେଶକ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆହୁରି, ତାହା ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ସେ ଲୋକ ଅପେକ୍ଷା ବରଞ୍ଚ ଏ ବିଶ୍ରାମ ପାଏ;

Gade chapit la Kopi

ଓଡିଆ ବାଇବେଲ

5 ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ;

Gade chapit la Kopi

ପବିତ୍ର ବାଇବଲ

5 ସେ ସୂର୍ଯ୍ୟ ଦେଖି ନାହିଁ କି ସେ ବିଷୟରେ ଜାଣି ନାହିଁ। ସେ ଲୋକ ଅପେକ୍ଷା ବରଂ ଏ ଶିଶୁଟି ଅଧିକ ବିଶ୍ରାମ ପାଏ।

Gade chapit la Kopi




ଉପଦେଶକ 6:5
8 Referans Kwoze  

ଯେଉଁ ଶାମୁକା ଯାଉ ଯାଉ ତରଳି ଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ।


ସ୍ତ୍ରୀଜାତ ମନୁଷ୍ୟ ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ।


କାରଣ ଏହି ମୃତ ଜାତ ଶିଶୁ ବାଷ୍ପ ତୁଲ୍ୟ ଆସେ ଓ ଅନ୍ଧକାରରେ ଯାଏ, ଆଉ ତାହାର ନାମ ଅନ୍ଧକାରରେ ଆଚ୍ଛନ୍ନ ହୁଏ;


ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯାʼନ୍ତି?


ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ ଦର୍ଶନ ତୁଷ୍ଟିକର।


ମାତ୍ର ଯେଉଁ ଲୋକ ଆଜି ପର୍ଯ୍ୟନ୍ତ ଜନ୍ମି ନାହିଁ ଓ ସୂର୍ଯ୍ୟ ତଳେ କୃତ ମନ୍ଦ କର୍ମ ଦେଖି ନାହିଁ, ତାହାକୁ ମୁଁ ସେହି ଉଭୟଙ୍କ ଅପେକ୍ଷା ଅଧିକ ଉତ୍ତମ ଜ୍ଞାନ କଲି।


Swiv nou:

Piblisite


Piblisite