Biblia Todo Logo
Bib sou entènèt

- Piblisite -




ଉପଦେଶକ 7:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 “ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ,” ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ।

Gade chapit la Kopi

ଓଡିଆ ବାଇବେଲ

10 ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ।

Gade chapit la Kopi

ପବିତ୍ର ବାଇବଲ

10 ପଗ୍ଭର ନାହିଁ, “କାହିଁକି ବର୍ତ୍ତମାନଠାରୁ ‘ଅତୀତ’ ଭଲ ଥିଲା?” ଯଦି ତୁମ୍ଭେ ଜ୍ଞାନୀ ହୋଇଥିବ ଏହା ପଗ୍ଭରିବ ନାହିଁ।

Gade chapit la Kopi




ଉପଦେଶକ 7:10
9 Referans Kwoze  

ଏଥିରେ ଗିଦିୟୋନ୍‍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ।


ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ।


Swiv nou:

Piblisite


Piblisite