ଉପଦେଶକ 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ। Gade chapit laଓଡିଆ ବାଇବେଲ11 ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ। Gade chapit laପବିତ୍ର ବାଇବଲ11 ଜ୍ଞାନ ଉତ୍ତମ ଅଟେ, ଯଦି ଏହା ବଂଶାନୁଗତ ଭାବରେ ଆସିଥାଏ, ଏହା ଜୀବନଧାରଣରେ ଲାଭ ଦେଇଥାଏ। Gade chapit la |