ଉପଦେଶକ 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ? Gade chapit laପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ? Gade chapit laଓଡିଆ ବାଇବେଲ17 ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ ? Gade chapit laପବିତ୍ର ବାଇବଲ17 ତୁମ୍ଭେ ଅତି ଦୁଷ୍ଟ କିଅବା ନିର୍ବୋଧ ହୁଅ ନାହିଁ। ଆପଣା କାଳ ପୁରିବା ପୂର୍ବରୁ କାହିଁକି ମରିବ? Gade chapit la |
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।