ଉପଦେଶକ 7:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମଧ୍ୟ ଯେତେ କଥା କୁହାଯାଏ, ସେହି ସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ; Gade chapit laପବିତ୍ର ବାଇବଲ (Re-edited) - (BSI)21 ମଧ୍ୟ ଯେତେ କଥା କୁହାଯାଏ, ସେସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଶାପ ଦେବାର ତୁମ୍ଭେ ଶୁଣିବ; Gade chapit laଓଡିଆ ବାଇବେଲ21 ମଧ୍ୟ ଯେତେ କଥା କୁହାଯାଏ, ସେହି ସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ; Gade chapit laପବିତ୍ର ବାଇବଲ21 ଯାହା ତୁମ୍ଭଙ୍କୁ କୁହାଯାଇଛି, ସମସ୍ତ କଥାରେ ମନୋଯୋଗ ଦିଅ ନାହିଁ, ନ ହେଲେ ତୁମ୍ଭର ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ। Gade chapit la |