Biblia Todo Logo
Bib sou entènèt

- Piblisite -




ଉପଦେଶକ 7:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ଵାର ଶାପ ଦେଇଅଛ।

Gade chapit la Kopi

ଓଡିଆ ବାଇବେଲ

22 କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ।

Gade chapit la Kopi

ପବିତ୍ର ବାଇବଲ

22 କାରଣ ତୁମ୍ଭେ ଜାଣ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେପରି ବାରମ୍ବାର ଅଭିଶାପ ଦେଇଅଛ।

Gade chapit la Kopi




ଉପଦେଶକ 7:22
7 Referans Kwoze  

ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ବରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;


କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;


ରାଜା ଆହୁରି ଶିମୀୟିକୁ କହିଲେ, “ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ।


ମଧ୍ୟ ଯେତେ କଥା କୁହାଯାଏ, ସେହି ସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ;


ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି। ମୁଁ କହିଲି, “ମୁଁ ଜ୍ଞାନୀ ହେବି,” ମାତ୍ର ତାହା ମୋʼ ଠାରୁ ଦୂର ଥିଲା।


Swiv nou:

Piblisite


Piblisite