ଉପଦେଶକ 8:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି); Gade chapit laପବିତ୍ର ବାଇବଲ (Re-edited) - (BSI)16 ଯେତେବେଳେ ମୁଁ ଜ୍ଞାନର ତତ୍ତ୍ଵ ଜାଣିବାକୁ ଓ ପୃଥିବୀରେ କୃତକାର୍ଯ୍ୟ ଦେଖିବାକୁ ମନୋଯୋଗ କଲି; (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ନ ଦେଖେ,ଏପରି ଲୋକ ମଧ୍ୟ ଅଛି); Gade chapit laଓଡିଆ ବାଇବେଲ16 ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି); Gade chapit laପବିତ୍ର ବାଇବଲ16 ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ଘଟୁଥିବା କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି। ଏଇ ଦିନରେ ମୁଁ ନ ଶୋଇ ଦିନରାତି କାମ କଲି। Gade chapit la |