Biblia Todo Logo
Bib sou entènèt

- Piblisite -




ଉପଦେଶକ 9:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏପରି ସମୟରେ ତାହା ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏପରି ସମୟରେ ତହିଁ ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ଵାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ଏପରି ସମୟରେ ତାହା ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

15 ଏପରି ସମୟରେ ତହିଁ ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା। ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା। ତଥାପି ସେହି ଦରିଦ୍ର ଲୋକଙ୍କୁ କେହି ସ୍ମରଣ କଲା ନାହିଁ।

Gade chapit la Kopi




ଉପଦେଶକ 9:15
8 Referans Kwoze  

ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ।


ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ଗଲା।


ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା। ତହୁଁ ଲୋକମାନେ ବିଖ୍ରିିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ। ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ଗଲେ। ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ ନିକଟକୁ ଫେରିଗଲା।


କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ; ଯେହେତୁ ଭବିଷ୍ୟତରେ ସମସ୍ତେ ଭୁଲି ଯାଇଥିବେ। ଆହା! ମୂର୍ଖ ଯେପରି ମରେ, ଜ୍ଞାନୀ ମଧ୍ୟ ସେପରି ମରେ।


ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି, ତହିଁର ସାହସଦାୟୀ ବଳ ତଳକୁ ଆଣେ।


ଆହୁରି, ମୁଁ ଦୁଷ୍ଟମାନଙ୍କୁ କବରପ୍ରାପ୍ତ ହେବା ଦେଖିଲି; ପୁଣି ଯଥାର୍ଥ କର୍ମକାରୀମାନେ ପବିତ୍ର ସ୍ଥାନକୁ ଗଲେ ଓ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି।


ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ।


Swiv nou:

Piblisite


Piblisite