Biblia Todo Logo
Bib sou entènèt

- Piblisite -




ଉପଦେଶକ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ।

Gade chapit la Kopi

ଓଡିଆ ବାଇବେଲ

4 କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ।

Gade chapit la Kopi

ପବିତ୍ର ବାଇବଲ

4 କାରଣ ଯେଉଁ ଲୋକ ଜୀବିତ ଲୋକ ସମୂହ ମଧ୍ୟରେ ମିଶ୍ରିତ ତାହାର ଭରସା ଥାଏ। ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକୁର ମଧ୍ୟ ଭଲ ଅଟେ।

Gade chapit la Kopi




ଉପଦେଶକ 9:4
7 Referans Kwoze  

ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି।


କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ?


ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।


ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।


Swiv nou:

Piblisite


Piblisite