Biblia Todo Logo
Bib sou entènèt

- Piblisite -




ଏଫିସୀୟ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi

ଓଡିଆ ବାଇବେଲ

2 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଆମ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭମାନଙ୍କୁ ଆମ୍ଭର ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ମିଳୁ।

Gade chapit la Kopi




ଏଫିସୀୟ 1:2
5 Referans Kwoze  

ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ପିତା ଈଶ୍ବର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।


ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;


ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


Swiv nou:

Piblisite


Piblisite