ଏଫିସୀୟ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ବର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, Gade chapit laପବିତ୍ର ବାଇବଲ (Re-edited) - (BSI)4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ଵର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, Gade chapit laଓଡିଆ ବାଇବେଲ4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ୱର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ, Gade chapit laପବିତ୍ର ବାଇବଲ (CL) NT (BSI)4-5 କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଏତେ ପ୍ରଚୁର ଓ ଆମ ପ୍ରତି ତାଙ୍କ ପ୍ରେମ ଏତେ ମହାନ୍ ଯେ, ଆମ ଅବାଧ୍ୟତା ହେତୁ ଆମେ ଆଧ୍ୟାତ୍ମିକ ଭାବେ ମୃତ ଥିବା ସମୟରେ ସେ ଖ୍ରୀଷ୍ଟଙ୍କ ସହିତ ଆମକୁ ସଞ୍ଜୀବିତ କଲେ। ଈଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ହିଁ ତୁମ୍ଭେମାନେ ପରିତ୍ରାଣ ପାଉଛ। Gade chapit laପବିତ୍ର ବାଇବଲ4 କିନ୍ତୁ ପରମେଶ୍ୱର ଆମ୍ଭକୁ ଅତିଶୟ ପ୍ରେମ କଲେ କାରଣ ତାହାଙ୍କ ଦୟା ଅତି ମହାନ୍। Gade chapit la |
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।