Biblia Todo Logo
Bib sou entènèt

- Piblisite -




ଏଫିସୀୟ 4:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଚୋର ଆଉ ଚୋରି ନ କରୁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ଶୟତାନକୁ ସ୍ଥାନ ଦିଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

27 ଚୋର ଆଉ ଚୋରି ନ କରୁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ଶୟତାନକୁ ପ୍ରଶ୍ରୟ ଦିଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

27 ଦିନସାରା କ୍ରୋଧ କର ନାହିଁ। ତୁମ୍ଭକୁ ପରାସ୍ତ କରିବା ନିମନ୍ତେ ଶୟତାନକୁ ସୁଯୋଗ ଦିଅ ନାହିଁ।

Gade chapit la Kopi




ଏଫିସୀୟ 4:27
7 Referans Kwoze  

ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।


ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;


ଏବଂ ସେଥି ସଙ୍ଗେ ସଙ୍ଗେ, ଯଦ୍ବାରା ପାପାତ୍ମାର ଅଗ୍ନିବାଣ ସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ୱାସରୂପ ଢ଼ାଲ ଧର।


ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର।


ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି?


ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”


Swiv nou:

Piblisite


Piblisite