Biblia Todo Logo
Bib sou entènèt

- Piblisite -




ଏଫିସୀୟ 5:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ହେ ସ୍ତ୍ରୀମାନେ, ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା, ସେହିପରି ଆପଣା ଆପଣା ସ୍ଵାମୀର ବଶୀଭୂତା ହୁଅ,

Gade chapit la Kopi

ଓଡିଆ ବାଇବେଲ

22 ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବସୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବସୀଭୂତ ହୁଅ ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ସ୍ତ୍ରୀମାନେ! ତୁମେ ଯେପରି ପ୍ରଭୁଙ୍କ ବଶୀଭୂତା, ସେହିପରି ନିଜ ନିଜ ସ୍ୱାମୀର ବଶୀଭୂତା ହୁଅ।

Gade chapit la Kopi

ପବିତ୍ର ବାଇବଲ

22 ହେ ପତ୍ନୀମାନେ! ତୁମ୍ଭେମାନେ ଯେପରି ପ୍ରଭୁଙ୍କ ପ୍ରତି ବଶୀଭୂତା ହୋଇଛ, ସେହିପରି ନିଜ ସ୍ୱାମୀମାନଙ୍କର ବଶୀଭୂତା ହୁଅ।

Gade chapit la Kopi




ଏଫିସୀୟ 5:22
14 Referans Kwoze  

ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ।


ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ।


ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”


ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ,


ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ୱାମୀ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ୱାମୀମାନଙ୍କୁ ମର୍ଯ୍ୟାଦା କରିବେ।”


ସାଧୁମାନଙ୍କ ସମସ୍ତ ମଣ୍ଡଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାନ୍ତି, ବରଂ ମୋଶାଙ୍କ ବ୍ୟବସ୍ଥାର ଉକ୍ତି ଅନୁସାରେ ସେମାନେ ବଶୀଭୂତ ହୋଇ ରହନ୍ତୁ।


ତହୁଁ ସେ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାଙ୍କ ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲେ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ଗୃହରେ କର୍ତ୍ତୃତ୍ୱ କରୁ ଓ ସ୍ୱଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଚାର କରୁ।


ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;


ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର।


Swiv nou:

Piblisite


Piblisite