Biblia Todo Logo
Bib sou entènèt

- Piblisite -




ଏଫିସୀୟ 5:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ସେହିପରି ସ୍ଵାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ;

Gade chapit la Kopi

ଓଡିଆ ବାଇବେଲ

28 ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍ । ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ସ୍ୱାମୀମାନେ ନିଜ ଶରୀର ତୁଲ୍ୟ ମନେ କରି ନିଜ ସ୍ତ୍ରୀକୁ ପ୍ରେମ କରିବା ଉଚିତ। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ନିଜକୁ ପ୍ରେମ କରେ।

Gade chapit la Kopi

ପବିତ୍ର ବାଇବଲ

28 ଠିକ୍ ସେହିଭଳି ପତିମାନେ ନିଜ-ନିଜ ପତ୍ନୀଙ୍କୁ ପ୍ରେମ କରିବା କଥା। ନିଜ ଶରୀରକୁ ପ୍ରେମ କରିଲା ଭଳି ପ୍ରେମ କରିବା କଥା। ଯେଉଁ ଲୋକ ନିଜ ପତ୍ନୀକୁ ପ୍ରେମ କରେ, ସେ ନିଜ ଶରୀରକୁ ପ୍ରେମ କରେ।

Gade chapit la Kopi




ଏଫିସୀୟ 5:28
7 Referans Kwoze  

ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,


ଆଉ କହିଲେ, “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?”


ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।


ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ।


କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି,


ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।


Swiv nou:

Piblisite


Piblisite