ଏଷ୍ଟର 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍, ବିସ୍ଥା, ହର୍ବୋଣା, ବିଗ୍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ, Gade chapit laପବିତ୍ର ବାଇବଲ (Re-edited) - (BSI)10 ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍, ବିସ୍ଥା, ହର୍ବୋଣା, ବିଗ୍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ଵେରଶ ରାଜାର ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲା, Gade chapit laଓଡିଆ ବାଇବେଲ10 ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍, ବିସ୍ଥା, ହର୍ବୋଣା, ବିଗ୍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ, Gade chapit laପବିତ୍ର ବାଇବଲ10 ସପ୍ତମ ଦିନରେ ଯେତେବେଳେ ରାଜା ଦ୍ରାକ୍ଷାରସ ଯୋଗୁଁ ଅତ୍ୟଧିକ ମାତାଲ ହେଲେ, ସେ ମହୂମନ୍, ବିସ୍ଥା, ହର୍ବୋଣା, ବିଗ୍ଥା, ଅବଗଥ, ସେଥର ଓ କର୍କସଙ୍କୁ ଆଦେଶ ଦେଲେ। ଏହି ସାତ ଜଣ ନପୁଂସକ ଯେଉଁମାନେ ରାଜା ଅକ୍ଷଶ୍ୱେରଶଙ୍କ ସେବା କଲେ। Gade chapit la |