ଏଷ୍ଟର 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ, ଯେଣୁ ସେ ପରମସୁନ୍ଦରୀ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାକୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ; ଯେଣୁ ସେ ପରମ ସୁନ୍ଦରୀ ଥିଲା। Gade chapit laଓଡିଆ ବାଇବେଲ11 “ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ,” ଯେଣୁ ସେ ପରମ ସୁନ୍ଦରୀ ଥିଲେ। Gade chapit laପବିତ୍ର ବାଇବଲ11 ଲୋକମାନଙ୍କୁ ଓ ରାଜପୁତ୍ରମାନଙ୍କୁ ତାଙ୍କର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ, ରାଣୀ ବଷ୍ଟୀଙ୍କୁ ରାଜମୁକୁଟ ପିନ୍ଧାଇ ରାଜାଙ୍କ ଆଗକୁ ଆଣ। ଯେହେତୁ ସେ ପରମ ସୁନ୍ଦରୀ ଥିଲା। Gade chapit la |