ଏଷ୍ଟର 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ) Gade chapit laପବିତ୍ର ବାଇବଲ (Re-edited) - (BSI)14 ଆଉ, [ଏହି ସମୟରେିଁ କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାର ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାର ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେନ୍ତ) Gade chapit laଓଡିଆ ବାଇବେଲ14 ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ;) Gade chapit laପବିତ୍ର ବାଇବଲ14 ଏହି ସମୟରେ କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାର ନିକଟବର୍ତ୍ତୀ ଥିଲେ। ଏହି ସାତ ଜଣ ପାରସ୍ୟ ଓ ମାଦିୟା ଦେଶର ଅଧିପତି, ଯେଉଁମାନେ ରାଜାଙ୍କର ନିକଟତମ ଓ ରାଜ୍ୟକୁ ଶାସନ କରୁଥିଲେ। Gade chapit la |