Biblia Todo Logo
Bib sou entènèt

- Piblisite -




ଏଷ୍ଟର 1:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ୱାମୀ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ୱାମୀମାନଙ୍କୁ ମର୍ଯ୍ୟାଦା କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ଵାମୀ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ଵାମୀମାନଙ୍କୁ ମର୍ଯ୍ୟାଦା କରିବେ।

Gade chapit la Kopi

ଓଡିଆ ବାଇବେଲ

20 ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ୱାମୀ କ୍ଷୁଦ୍ର ହେଉ କି ମହାନ୍ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ୱାମୀମାନଙ୍କୁ ମର୍ଯ୍ୟାଦା କରିବେ।”

Gade chapit la Kopi

ପବିତ୍ର ବାଇବଲ

20 ଆହୁରି ରାଜ୍ୟ ବୃହତ୍, ଏଣୁ ରାଜ୍ୟର ସବୁସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲା। ସ୍ୱାମୀ ସାମାଜିକ କ୍ଷେତ୍ରରେ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ସ୍ତ୍ରୀମାନେ ନିଜ ନିଜ ସ୍ୱାମୀମାନଙ୍କୁ ସମ୍ମାନ କରିବେ।”

Gade chapit la Kopi




ଏଷ୍ଟର 1:20
8 Referans Kwoze  

ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ।


ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।


ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ,


ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।


ତହିଁରେ ସମସ୍ତ ଲୋକ ତାହା ଶୁଣି ଭୟ କରିବେ ଓ ଦୁଃସାହସରେ ଆଉ କର୍ମ କରିବେ ନାହିଁ।


ଏହି କଥାରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହୁଅନ୍ତେ, ରାଜା ମମୁଖନ୍‍ର ପରାମର୍ଶନୁସାରେ କର୍ମ କଲେ।


ଏହିସବୁ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜାଙ୍କ କ୍ରୋଧ ଶାନ୍ତ ହୁଅନ୍ତେ, ସେ ବଷ୍ଟୀକୁ ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲେ।


Swiv nou:

Piblisite


Piblisite