ଏଷ୍ଟର 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯଦ୍ୟପି ପାନ କରିବା ବିଧିଗତ ଥିଲା; କିନ୍ତୁ କାହାରି ପାଇଁ ପାନ କରିବା ବାଧ୍ୟତାମୂଳକ କରାଯାଇ ନ ଥିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ ପାନ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ତହିଁରେ ବିଧାନାନୁସାରେ ପାନ କରାଗଲା; କେହି ବଳାତ୍କାର କରି ନ ପାରିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲା। Gade chapit laଓଡିଆ ବାଇବେଲ8 ଯଦ୍ୟପି ପାନ କରିବା ବିଧିଗତ ଥିଲା; କିନ୍ତୁ କାହାରି ପାଇଁ ପାନ କରିବା ବାଧ୍ୟତାମୁଳକ କରାଯାଇନଥିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ ପାନ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲେ। Gade chapit laପବିତ୍ର ବାଇବଲ8 ଦ୍ରାକ୍ଷାରସ ନିୟମ ଅନୁସାରେ ଥିଲା। କାହାରିକୁ ମଧ୍ୟ କରାଗଲା ନାହିଁ। Gade chapit la |