ଏଷ୍ଟର 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିଉତ୍ତାରେ ଏଷ୍ଟର କିପରି ଅଛି ଓ ତାହା ପ୍ରତି କʼଣ କରାଯିବ, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତିଦିନ ଅନ୍ତଃପୁରର ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଅନନ୍ତର ଏଷ୍ଟର କିପରି ଅଛି ଓ ତାହା ପ୍ରତି କʼଣ କରାଯିବ, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତି ଦିନ ଅନ୍ତଃପୁରର ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲା। Gade chapit laଓଡିଆ ବାଇବେଲ11 ଏଥିଉତ୍ତାରେ ଏଷ୍ଟର କିପରି ଅଛି ଓ ତାହା ପ୍ରତି କ’ଣ କରାଯିବ, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତି ଦିନ ଅନ୍ତଃପୁରର ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲେ। Gade chapit laପବିତ୍ର ବାଇବଲ11 ଏହା ପରେ, ଏଷ୍ଟର କିପରି ଅଛି ଓ ସେ କ’ଣ କରୁଛି, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତିଦିନ ନ୍ୟାୟାଳୟରେ ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲା। Gade chapit la |