Biblia Todo Logo
Bib sou entènèt

- Piblisite -




ଏଷ୍ଟର 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ରାଜା ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହି ନିୟମ ଥିଲା ଯେ, ସେ କୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସଙ୍ଗେ ନେବା ନିମନ୍ତେ ତାହା ତାକୁ ଦିଆଯାଉଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ରାଜା ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହି ନିୟମ ଥିଲା ଯେ, ସେ କୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସଙ୍ଗେ ନେବା ନିମନ୍ତେ ତାହା ତାକୁ ଦିଆଗଲା।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ରାଜା ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହି ନିୟମ ଥିଲା ଯେ, ସେ କୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସଙ୍ଗେ ନେବା ନିମନ୍ତେ ତାହା ତାକୁ ଦିଆଯାଉଥିଲା।

Gade chapit la Kopi

ପବିତ୍ର ବାଇବଲ

13 ପୁଣି ରାଜାଙ୍କ ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହିପରି ନିୟମ ଥିଲା। ସେ ଯେକୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସାଙ୍ଗରେ ନେବା ନିମନ୍ତେ ତାହାକୁ ଦିଆଗଲା।

Gade chapit la Kopi




ଏଷ୍ଟର 2:13
3 Referans Kwoze  

ପୁଣି, ଦ୍ୱାଦଶ ମାସ ପର୍ଯ୍ୟନ୍ତ ସ୍ତ୍ରୀଲୋକଙ୍କ ନିୟମିତ ସେବା ପାଇଲା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ନିକଟକୁ ଏକ ଏକ କନ୍ୟାର ଯିବାର ପାଳି ଉପସ୍ଥିତ ହେଲା; କାରଣ ସେମାନଙ୍କ ଅଙ୍ଗସଂସ୍କାରରେ ଏତେ ଦିନ ଲାଗିଲା, ଅର୍ଥାତ୍‍, ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା;


ସେ ସନ୍ଧ୍ୟାକାଳରେ ଯାଇ ପ୍ରଭାତରେ ଉପପତ୍ନୀଗଣର ରକ୍ଷକ ରାଜନପୁଂସକ ଶାଶ୍‍ଗସର ନିକଟକୁ ଦ୍ୱିତୀୟ ଅନ୍ତଃପୁରକୁ ଫେରି ଆସିଲେ; ରାଜା ତାହା ପ୍ରତି ତୁଷ୍ଟ ହୋଇ ଯେପର୍ଯ୍ୟନ୍ତ ତାହାର ନାମ ଧରି ନ ଡକାଇଲେ, ସେ ରାଜା ନିକଟକୁ ପୁନର୍ବାର ଯିବ ନାହିଁ।


ଏଥିଉତ୍ତାରେ ଏଷ୍ଟର କିପରି ଅଛି ଓ ତାହା ପ୍ରତି କʼଣ କରାଯିବ, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତିଦିନ ଅନ୍ତଃପୁରର ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲେ।


Swiv nou:

Piblisite


Piblisite