Biblia Todo Logo
Bib sou entènèt

- Piblisite -




ଏଷ୍ଟର 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହି ସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍‍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହିସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ;

Gade chapit la Kopi

ଓଡିଆ ବାଇବେଲ

3 ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହିସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍‍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ,”

Gade chapit la Kopi

ପବିତ୍ର ବାଇବଲ

3 ଆଉ ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଗ୍ଭରୀଗଣ ନିଯୁକ୍ତି କରନ୍ତୁ। ସେମାନେ ସେହିସବୁ ସୁନ୍ଦରୀ କନ୍ୟାଗଣକୁ ଶୂଶନ୍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ। ପୁଣି ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ।

Gade chapit la Kopi




ଏଷ୍ଟର 2:3
7 Referans Kwoze  

ତହିଁ ଉତ୍ତାରେ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟିକାରିଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ;” ଏହି କଥାରେ ରାଜାଙ୍କ ସନ୍ତୋଷ ହୁଅନ୍ତେ, ସେ ସେପରି କଲେ।


କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ।


ସେହି ସମୟରେ ମର୍ଦ୍ଦଖୟ ନାମେ ଜଣେ ଯିହୁଦୀୟ ଲୋକ ଶୂଶନ୍‍ ରାଜଧାନୀରେ ଥିଲେ, ସେ ବିନ୍ୟାମୀନ ବଂଶୀୟ ଯାୟୀରର ପୁତ୍ର, ଶିମୀୟିର ପୌତ୍ର, କୀଶ୍‍ର ପ୍ରପୌତ୍ର।


Swiv nou:

Piblisite


Piblisite